www.samajalive.in
Monday, December 8, 2025
14.1 C
Bhubaneswar

ଭୁବନେଶ୍ୱରରେ ଓଡ଼ିଶା ମିଡିଆ କନକ୍ଲେଭ ଅନୁଷ୍ଠିତ

ଭୁବନେଶ୍ୱର . – ଜୟଦେବ ଭବନରେ ଓଡିଶା ମିଡିଆ କନକ୍ଲେଭ୍‌ ଅନୁଷ୍ଠିତ ହୋଇଯାଇଛି । ବିଧାୟକ ତଥା ସମ୍ବାଦର ସମ୍ପାଦକ ସୌମ୍ୟ ରଞ୍ଜନ ପଟ୍ଟନାୟକ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବେ ଏହାକୁ ଉଦ୍‌ଘାଟନ କରିଥିଲେ । ଏଥିରେ ମୁଖ୍ୟଧାରା ଗଣମାଧ୍ୟମ ଓ ଡିଜିଟାଲ ଗଣମାଧ୍ୟମ ବିଷୟରେ ଆଲୋଚନା କରାଯାଇଥିଲା ।
ପ୍ରମେୟ ସମ୍ପାଦକ ଗୋପାଳକୃଷ୍ଣ ମହାପାତ୍ର, ବିଜନେସ୍‌ ଷ୍ଟାଣ୍ଡାର୍ଡାର ଆବାସିକ ସମ୍ପାଦକ ଦିଲ୍ଲୀପ ଶତପଥୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ । ରାଜ୍ୟର ପ୍ରମୁଖ ଗଣମାଧ୍ୟମର ସାମ୍ବାଦିକ, ବିଭିନ୍ନ ଓ୍ୱେବ ମିଡିଆର ସାମ୍ବାଦିକ, ସାମ୍ବାଦିକତାର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories