www.samajalive.in
Friday, December 12, 2025
19.1 C
Bhubaneswar

ଏଣିକି ହସ୍ପିଟାଲ କ୍ୟାଣ୍ଟିନ ଓ ୱାଓ ମୋମୋରେ ମିଳିବ ମିଲେଟ୍‌‌

ଡେସ୍କ: ଏଣିକି ହସ୍ପିଟାଲ କ୍ୟାଂଟିନ ଏବଂ ୱାଓ ମୋମୋରେ ମିଲେଟ୍‌‌ ମିଳିବା ନେଇ ସୂଚନା ଦେଇଛନ୍ତି କୃଷି ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧୁରୀ। ସେ କହିଛନ୍ତି ଗତ ବର୍ଷ ୬ ଲକ୍ଷ ମେଟ୍ରିକ ଟନ୍‌‌ ମିଲେଟ୍‌‌ ସଂଗ୍ରହ କରାଯାଇଛି। ରାଜ୍ୟର ୩୦ଟି ଜିଲ୍ଲାର ୧୭୭ଟି ବ୍ଲକରେ ଏଥର ମିଲେଟ୍‌‌ ଚାଷ ହେଇଛି। ଅନ୍ୟପଟେ ରାଜ୍ୟରେ ଅଢେଇ ଲକ୍ଷ ହେକ୍ଟର ଜାଗାରେ ରାଗି ଚାଷ ହେଇଛି। ଆଉ ଦୁଇ ଲକ୍ଷ ଚାଷୀ ଏଥିରେ ସାମିଲ ହୋଇଥିବା ସେ କହିଛନ୍ତି।

ଆଜିଠାରୁ ଭୁବନେଶ୍ୱର ଜନତା ମଇଦାନରେ ଆରମ୍ଭ ହୋଇଥିବା ଦୁଇଦିନିଆ ଅନ୍ତର୍ଜାତୀୟ ମିଲେଟ୍‌‌ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ମିଲେଟ୍‌‌ ଚାଷ, ପ୍ରକ୍ରିୟାକରଣରେ କୃଷକମାନଙ୍କର ସଂପୃକ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ, ବୈଷୟିକ ଅଧିବେଶନ, ଅନ୍ତର୍ଜାତୀୟ ଖାଦ୍ୟମେଳା, କୁଇଜ୍‌‌ ପ୍ରତିଯୋଗିତା, ରନ୍ଧନ ପ୍ରତିଯୋଗିତା ଆଦି କାର୍ଯ୍ୟକ୍ରମ ଆୟୋଜିତ ହେଉଛି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories