www.samajalive.in
Saturday, December 6, 2025
14.1 C
Bhubaneswar

ଷ୍ଟିଲ୍‌‌ ପ୍ଲାଣ୍ଟ ପାଇଁ ଟାସ୍କଫୋର୍ସ ଗଠନ

ସମାଜ ଡିଜିଟାଲ ଡେସ୍କ: କେନ୍ଦୁଝରରେ ମେଗା ଷ୍ଟିଲ୍‌‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ହୋଇଛି। ମେଗା ଷ୍ଟିଲ୍‌‌ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ୨ଟି ସ୍ଥାନ ନିରୂପଣ ପାଇଁ ନିର୍ଦ୍ଦେଶ ରହିଥିବା ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ସୂଚନା ଦେଇଛନ୍ତି। ମୁମ୍ବାଇରେ ଆସନ୍ତା ୧୮ଓ ୧୯ ତାରିଖରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ୍‌‌ ହୋଇ ନିବେଶକଙ୍କ ସହ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ରହିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories