www.samajalive.in
Saturday, December 6, 2025
19.1 C
Bhubaneswar

ଶପଥ ଗ୍ରହଣରେ ଯୋଗ ଦେବେ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ, ପହଁଚିଲେ ପ୍ରଧାନମନ୍ତ୍ରୀ

ଡେସ୍କ: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଉ କିଛି ସମୟ ପରେ ଶପଥ ନେବେ ମନୋନୀତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ୯ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେବେ। ଏଥିପାଇଁ ଟର୍ମିନାଲ ୱାନକୁ ନୋ ମ୍ୟାନ ଲ୍ୟାଣ୍ଡ ଭାବେ ବ୍ୟାରିକେଡ଼ କରାଯାଇଛି। ସାଧାରଣ ଲୋକେ ଯେମିତି ହଇରାଣ ନହେବ ସେପାଇଁ ମଧ୍ୟ ଦୃଷ୍ଟି ଦିଆଯାଇଛି। ଅତିଥିଙ୍କର ଜେଡ୍‌‌ ପ୍ଲସ ସୁରକ୍ଷା ବ୍ୟବସ୍ଥା ଥିବାରୁ ସେଥିପ୍ରତି ବିଶେଷ ଦୃଷ୍ଟି ଦିଆଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସି ଭୁବନେଶ୍ୱରରେ ପହଂଚି ସାରିଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories