www.samajalive.in
Saturday, December 13, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗସ୍ତକୁ ନେଇ କଣ୍ଟିଆପଡାରେ ବିଜେଡିର ପ୍ରସ୍ତୁତି ବୈଠକ

ପାଟଣା: ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ କଣ୍ଟିଆପଡା ଗ୍ରାମ ଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ ପରିପ୍ରେକ୍ଷୀରେ କାର୍ୟ୍ୟକ୍ରମକୁ କିପରି ସଫଳ କରିହେବ ସେ ନେଇ ବିଜେଡ଼ି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପାଟଣା ବିଧାୟକ ଜଗନ୍ନାଥ ନାଏକଙ୍କ ନେତୃତ୍ୱରେ ପଞ୍ଚାୟତର କର୍ମକର୍ତ୍ତା ମାନଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଥିଲା। ଚଳିତ ମାସ ୧୩ ତାରିଖ କେନ୍ଦୁଝର ଜିଲା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହ କେତେକ ପ୍ରକଳ୍ପର ଶିଳାନ୍ୟାସ କରିବା ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି। ସାହାରପଡା, ବାଂଶପାଳ ଓ ତେଲକୋଇଠାରେ ନିର୍ମାଣ ହେବାକୁ ଥିବା ଇ-ଲାଇବ୍ରେରୀର ଶିଳାନ୍ୟାସ କାର୍ୟ୍ୟକ୍ରମ ସମେତ ଜିଲାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳନ୍ୟାସ କରାଯିବ ବୋଲି ସୂଚନା ମିଳିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories