www.samajalive.in
Tuesday, December 9, 2025
15.1 C
Bhubaneswar

ସଙ୍ଗୀତଜ୍ଞ ପ୍ରଶାନ୍ତ ନାୟକ ‘ନବୀନ ବିଷୁବ ସମ୍ମାନ’ରେ ସମ୍ବର୍ଦ୍ଧିତ

ଗଞ୍ଜାମ: ଗଞ୍ଜାମ ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ସଙ୍ଗୀତଜ୍ଞ ପ୍ରଶାନ୍ତ କୁମାର ନାୟକଙ୍କୁ ସମାଜସେବୀ ଭାବରେ ‘ନବୀନ ବିଷୁବ ସମ୍ମାନ’ରେ ସମ୍ବର୍ଦ୍ଧିତ କରାଯାଇଛି। ବ୍ରହ୍ମପୁର ସହରସ୍ଥିତ ନବୀନ ଭବନ ପରିସରରେ ନବୀନର ୨୫ ତମ ବିଷୁବ ମିଳନ ଓ ରଜତ ଜୟନ୍ତୀର ଏକ ବର୍ଣାଢ୍ୟ ସମାରୋହରେ ନବୀନର ସମ୍ପାଦକ ରବି ରଥଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ଡ଼ ଗିରିଧର ଗମାଙ୍ଗ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। କାର୍ଯ୍ୟକ୍ରମରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories