www.samajalive.in
Monday, December 15, 2025
24.1 C
Bhubaneswar

ମହାଳପଡ଼ା ଶ୍ରୀରାମ ମନ୍ଦିରର ପ୍ରତିଷ୍ଠା ଉତ୍ସବ

ଗୁରୁଡ଼ିଝାଟିଆ: ଆଠଗଡ଼ ନିର୍ବାଚନ ମଣ୍ଡଳୀ କଖଡି ପଞ୍ଚାୟତର ମହାଳପଡ଼ା ଶ୍ରୀରାମ ମନ୍ଦିରର ୮ମ ବାର୍ଷିକ ପ୍ରତିଷ୍ଠା ଉତ୍ସବ ଓ ବିଶ୍ୱଶାନ୍ତି ଯଜ୍ଞ ଅନୁଷ୍ଠିତ ହୋଇଛି। ଶାସ୍ତ୍ରୀୟ ବିଧି ମୁତାବକ ଯାଜ୍ଞିକ ବ୍ରାହ୍ମଣଙ୍କ ଦ୍ୱାରା ଯଜ୍ଞକାର୍ଯ୍ୟ ଅନୁଷ୍ଠିତ ହେଉଥିବା ବେଳେ ପ୍ରତ୍ୟେହ ସ୍ଥାନୀୟ ଅଞ୍ଚଳର ଆଧ୍ୟାତ୍ମିକ ପ୍ରେମୀ ଶ୍ରୀରାମଭକ୍ତ ପ୍ରଭୂଙ୍କୁ ଦର୍ଶନ ପୂର୍ବକ ପୂଜାର୍ଚ୍ଚନା ପାଇଁ ସମବେତ ହେଉଛନ୍ତି। ଏହି ଯଜ୍ଞ ଓ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତାକାଲି ସମାପନ ହେବ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories