www.samajalive.in
Friday, December 12, 2025
14.1 C
Bhubaneswar

ବ୍ଲକସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏସି ଅନ୍ତର୍ଗତ ଲାଦେର ପାଲି ରାମଚଣ୍ଡୀ କଲ୍ୟାଣ ମଣ୍ଡପ ପରିସରରେ ବ୍ଲକ ପ୍ରଶାସନ ପକ୍ଷରୁ ବ୍ଲକ୍ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହାକୁ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ ଉଦଘାଟନ କରିଥିଲେ। ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାଏକ, ଅତିରିକ୍ତ ଗୋଷ୍ଟି ଉନ୍ନୟନ ଅଧିକାରୀ ଗୀରିନ୍ଦ୍ର ସାହୁ, ବ୍ଲକ ଗ୍ରାମ ପଞ୍ଚାୟତ ଅଧିକାରୀ ମହମ୍ମଦ ଆକବର ପ୍ରମୁଖ ମଞ୍ଛାସିନ ଥିଲେ। ବ୍ଲକର ବିଭିନ୍ନ ବିଭାଗୀୟ ଅଧିକାରୀ ୧୦୦ରୁ ଉର୍ଦ୍ଧ୍ବ ଭିନ୍ନକ୍ଷମମାନଙ୍କୁ ଚିହ୍ନଟ କରି ପ୍ରମାଣ ପତ୍ର ଦିଆଯାଇଥିଲା। ୩୦ରୁ ଉର୍ଦ୍ଧ୍ବ ଭିନ୍ନକ୍ଷମ ମାନେ ପୂର୍ବରୁ ଆବେଦନ କରିଥିବା ବ୍ୟକ୍ତିଙ୍କୁ ବସ୍ ପାସ ଦିଆଯାଇଥିଲା। ଏହା ବ୍ୟତୀତ ୪ ଜଣଙ୍କୁ ହୂଇଲ ଚେୟାର, ୪ ଟ୍ରାଇ ସାଇକଲ ଓ ଜଣକୁ ଶ୍ରବଣ ଯନ୍ତ୍ର ପ୍ରଦାନ କରାଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories