www.samajalive.in
Sunday, December 14, 2025
26.1 C
Bhubaneswar

ଜନଜାତି ଜୀବିକା ମିଶନ ପକ୍ଷରୁ ବିହନ ଜୈବିକ ସାର ବଣ୍ଟନ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଇଟିଡିଏ ପକ୍ଷରୁ ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ଜରିଆରେ କ ନୂଆଗାଁ ବ୍ଲକ ଅନ୍ତର୍ଗତ ଗଟାମlହା ଗ୍ରାମରେ ଆଦିବାସୀ ପରିବାରଙ୍କୁ ଉନ୍ନତ କିସମର ବିହନ, ଜୈବିକ ସାର ଓ କୀଟନାଶକ ଔଷଧ ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ପିଏ ଆଇଟିଡିଏ କୃପାସିନ୍ଧୁ ବେହେରା ପ୍ରମୁଖ ଯୋଗ ଦେଇଥିଲେ। ଜନଜାତିଙ୍କ ଆର୍ଥିକ ସ୍ଥିତି ସୁଦୃଢ କରିବା ପାଇଁ ସରକାର ଏଭଳି କାର୍ଯ୍ୟକ୍ରମ ହାତକୁ ନେଇଥିବା ଅତିଥି ମାନେ ମତ ପ୍ରକାଶ କରିଛନ୍ତି। କାର୍ଯ୍ୟକ୍ରମରେ ବଣ୍ଡଗୁଡ଼ା ପଂଚାୟତର ଛଟି କ୍ଲଷ୍ଟର ଆଦିବାସୀ ଚାଷୀଙ୍କ ଆୟ ବୃଦ୍ଧି ନିମନ୍ତେ ବିନା ମୂଲ୍ୟରେ ୨୨ ଏକର ଫୁଲକୋବି ମଞ୍ଜି, ୧୫ ଏକର ଲଙ୍କା ବିହନ, ୧୫ ଏକର ମିଠା ମକା ଚାଷ ନିମନ୍ତେ ବିହନ ପ୍ରଦାନ କରାଯିବା ସହ ଜୈବିକ ସାର ଓ କୀଟନାଶକ ଓିଷଧ ବଣ୍ଟନ କରାଯଇଛି।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories