www.samajalive.in
Sunday, December 14, 2025
19.1 C
Bhubaneswar

ହରଭଙ୍ଗାରେ ଜିଲ୍ଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ

ହରଭଙ୍ଗା: ହରଭଙ୍ଗା ବ୍ଲକ ରାମଗଡ଼ ପଂଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମଙ୍ଗଳବାର ବୌଦ୍ଧ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତି ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବ୍ଲକର ବିଭିନ୍ନ ସ୍ଥାନରୁ ୧୨୨ଟି ଅଭିଯୋଗ ପଞିକରଣ ହୋଇଥିଲା।ସେଥିରୁ ୧୧୬ଟି ବ୍ୟକ୍ତିଗତ, ୬ଟି ସାମୁହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ ୮୬ଟି ଅଭିଯୋଗର ଶୁଣାଣି କରି ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଡକ୍ରସରୁ ଜଣଙ୍କୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବେଳେ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories