www.samajalive.in
Friday, December 5, 2025
17.1 C
Bhubaneswar

ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ନୂତନ ଗୃହ ଉଦ୍‌‌ଘାଟିତ

ଆଠଗଡ଼: ଆଠଗଡ଼ ବ୍ଲକ ଅଧିନ ଖୁଣ୍ଟୁକଟାସ୍ଥିତ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକ ନୂତନ ଗୃହ ଶନିବାର ସର୍ବୋଚ୍ଚ ନ୍ୟାୟାଳୟର ପ୍ରାକ୍ତନ ବିଚାରପତି ଅନଙ୍ଗ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌‌ଘାଟିତ ହୋଇଯାଇଛି। ନୂତନ ଶ୍ରେଣୀଗୃହଟି ବିଚାରପତି ଶ୍ରୀ ପଟ୍ଟନାୟକଙ୍କ ଧର୍ମପତ୍ନି ପ୍ରତିଭା ପଟ୍ଟନାୟକଙ୍କ ସ୍ମୃତିରେ ନିର୍ମାଣ କରାଯାଇଥିବା ବେଳେ ଏଥିପାଇଁ ଶ୍ରୀ ପଟ୍ଟନାୟକ ଆବଶ୍ୟକୀୟ ଆର୍ଥିକ ଅନୁଦାନ ପ୍ରଦାନ କରିଥିଲେ। ଏହି ଉପଲକ୍ଷେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ସତ୍ୟପ୍ରକାଶ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବିଚାରପତି ଶ୍ରୀ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ କୋମଳମତି ଛାତ୍ରଛାତ୍ରୀଙ୍କୁ ଶିକ୍ଷା ସହିତ ଜଣେ ଜଣେ ସୁନାଗରିକ ଭାବେ ଗଢିତୋଳିବା ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କର ଗୁରୁଦାୟିତ୍ୱ ରହିଛି ବୋଲି ମତବ୍ୟକ୍ତ କରିଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories