www.samajalive.in
Wednesday, December 10, 2025
16.1 C
Bhubaneswar

ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ବାହାରିଲା ୪୦ହଜାର ଟଙ୍କା

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୪୦ହଜାର ଟଙ୍କା ବାହାରିଥିବା ଜଣାପଡିଛି।ଆଜି ତହସିଲଦାର ରଞ୍ଜନ କୁମାର ମାନସେଠଙ୍କ ତତ୍ତ୍ୱାବଧାନରେ ମନ୍ଦିର ପରିଚାଳନା କମିଟିର ସଭାପତି ନରସିଂହ ପାଢ଼ୀ, ଶ୍ରୀନିବାସ ଚୌଧୁରି, ଗୋପାଳ ଚେଟି ପେଣ୍ଟିୟା, ଏଙ୍କେଟେଶ୍ୱର ପାଢୀ, ସୁରେଶ କୁମାର ପାଢୀ ,ନରସିଂହ ନାଥ ମହାପାତ୍ର, ଗୋପାଳ ଚନ୍ଦ୍ର ପାଢ଼ୀ, ପାଳକୁଣ୍ଡା ପଟି, ରାଜସ୍ବ ଅଧିକାରୀ ଗୌରୀ ଶଙ୍କର କଣ୍ଡାଗରୀ, ଆଲୋକ ପଣ୍ଡା ଓ ପୁଲିସଙ୍କ ଉପସ୍ଥିତିରେ ମନ୍ଦିର ହୁଣ୍ଡି ଖୋଲାଯାଇଥିଲା। ସେଥିରୁ ୪୦ହଜାର ଟଙ୍କା ବାହାରିଥିଲା। ଉକ୍ତ ଟଙ୍କାକୁ ଜଗନ୍ନାଥ ମନ୍ଦିର ଜମା ଖାତାରେ ଜମା କରାଯିବ ବୋଲି କମିଟି ପକ୍ଷରୁ ସୂଚନା ମିଳିଛି।

Hot this week

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

Related Articles

Popular Categories