www.samajalive.in
Monday, December 15, 2025
27.1 C
Bhubaneswar

ଓଡିଶା ସାମ୍ବାଦିକ ସଙ୍ଘର କର୍ମକର୍ତ୍ତା ନିର୍ବାଚିତ

ଫୁଲବାଣୀ: ରାଜ୍ୟର ଅଗ୍ରଣୀ ଓ ପୁରାତନ ସାମ୍ବାଦିକ ସଂଘ ଓଡିଶା ସାମ୍ବାଦିକ ୟୁନିଅନ୍ (ଓୟୁଜେ)ର ୨୬ ତମ ଦ୍ବିବାର୍ଷିକ ସମ୍ମିଳନୀ, ଭୁବନେଶ୍ବର ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଏହି ଅବସରରେ ସଂଘର ନବନିର୍ବାଚିତ କର୍ମକର୍ତ୍ତା ମାନଙ୍କ ନାମକୁ ନିର୍ବାଚନ ଅଧିକାରୀ ଅକ୍ଷୟ କୁମାର ସାହୁ ଘୋଷଣା କରିଥିଲେ। ରାଜ୍ୟ ସଭାପତି ଭାବେ ପୁନର୍ବାର ପ୍ରସନ୍ନ ମହାନ୍ତି ସର୍ବସମ୍ମତି କ୍ରମେ ନିର୍ବାଚିତ ହୋଇଛନ୍ତି। ସାଧାରଣ ସମ୍ପାଦକ ଭାବେ କମ୍ବୁପାଣି ମିଶ୍ର, ଉପସଭାପତି ଭାବେ ରାଜୀବ ମହାନ୍ତି ଓ ରାଜେଶ ପଟ୍ଟନାୟକ ଏବଂ ସମ୍ପାଦକ ଭାବେ ଫୁଲବାଣୀର ପ୍ରଶାନ୍ତ କୁମାର ବେହେରା ଏବଂ ପ୍ରସନ୍ନ ପାଇକରାୟ ନିର୍ବାଚିତ ହୋଇଥିବା ନେଇ ଘୋଷଣା କରିଥିଲେ। ଏହି ଅବସରରେ ଅତିଥି ମାନେ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ଅଭିନନ୍ଦନ ଜଣାଇଥିଲେ।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories