ହଇଜା ପରିସ୍ଥିତି ନିୟନ୍ତ୍ରଣାଧୀନ, ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୯

ଡେସ୍କ: ରାଉରକେଲାରେ ହଇଜା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ରାଉରକେଲା ମହାନଗର ନିଗମ ସହ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ୫୩ ଜଣ ଡ଼ାଇରିଆ ରୋଗୀ ଚିକିତ୍ସିତ ହେଉଛନ୍ତି। ଚିକିତ୍ସା ପାଇଁ ୧୦ଟି ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଗୁଡିକ ୨୪ ଘଣ୍ଟା ଖୋଲା ରଖାଯାଇଛି। ତେବେ ହଇଜାରେ ଘଟିଥିବା ମୃତ୍ୟୁର ଚିହ୍ନଟ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ନେତୃତ୍ବରେ … Continue reading ହଇଜା ପରିସ୍ଥିତି ନିୟନ୍ତ୍ରଣାଧୀନ, ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୯