www.samajalive.in
Saturday, December 6, 2025
17.1 C
Bhubaneswar

ଓଲଟିଲା ଟ୍ୟାଙ୍କର, ଗ୍ୟାସ୍ ନିର୍ଗତ ହେଉଥିବା ନେଇ ଲୋକେ ଆତଙ୍କିତ

ଡେସ୍କ: ବାଲେଶ୍ୱର ସୋରଖନ୍ତାପଡ଼ା ଭଗତପୁର ଗାଁ ରାସ୍ତା ପାର୍ଶ୍ୱ ବିଲ ମଧ୍ୟକୁ ଏକ ରାସାୟନିକ ଗ୍ୟାସ ବୋଝେଇ ଟ୍ୟାଙ୍କର ଓଲଟି ପଡିଛି। ସେହି ଟ୍ୟାଙ୍କରରେ ହାଇଡ୍ରୋ କ୍ଲୋରାଇଡ୍‌ ଏସିଡ୍‌ ଥିବା ସୂଚନା ମିଳିଛି। ଟ୍ୟାଙ୍କରଟି ଭାରସାମ୍ୟ ହରାଇ ବିଲ ମଧ୍ୟକୁ ଓଲଟି ପଡିଥିବା ଜଣାପଡିଛି। ତେବେ ସେଥିରୁ ଗ୍ୟାସ ନିର୍ଗତ ହେଉଥିବାରୁ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡିଛନ୍ତି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories