www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ଠାରୁ ରାଉରକେଲାକୁ କୋଲକାତା ସହ ଯୋଡ଼ିବ ବିମାନ ସେବା

ଡେସ୍କ: ଆଜିଠାରୁ ଶିଳ୍ପ ସହର ରାଉରକେଲାରୁ କୋଲକାତାକୁ ଆରମ୍ଭ ହେବ ବିମାନ ସେବା। ସପ୍ତାହକୁ ୩ ଦିନ (ମଙ୍ଗଳବାର, ଗୁରୁବାର ଓ ଶନିବାର) ଏହି ବିମାନ ସେବା ମିଳିପାରିବ। ୯୦ ମିନିଟରେ ଯାତ୍ରୀମାନେ କୋଲକାତାରେ ବିମାନରେ ପହଂଚି ପାରିବେ। ଆଜି ଅପରାହ୍ନ ୩.୩୦ ମିନିଟରେ ରାଉରକେଲା ଵିମାନ ବନ୍ଦରରୁ ଏହି ସେବା ଆରମ୍ଭ ହେବ।

ଆଲାଏନ୍ସ ଏୟାର ସହଯୋଗରେ ଏହି ସେବା ଉପଲବ୍ଧ ହେବ। ରାଜ୍ୟ ସରକାର ଭାୟାବିଲିଟି ଗ୍ୟାପ ଫଣ୍ଡିଙ୍ଗ ଜରିଆରେ ଏହି ବିମାନ ସେବା ଯୋଗାଇ ଦେଇଛନ୍ତି। ରାଜ୍ୟ ସରକାର ଏଥିରେ ୩୫ଟି ଆସନ ପାଇଁ ବ୍ୟବସ୍ଥା କରିଛନ୍ତି। ରାଉରକେଲାରୁ କୋଲକାତା ଵିମାନ ସେଵା ପାଇଁ ପ୍ରାରମ୍ଭିକ ବିମାନ ଦେୟ ୧ ହଜାର ୯୯୯ ଟଙ୍କା ରହିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories