ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ

କଟକ: କିଟରେ ତିନିଦିନ ଧରି ଚାଲିଥିବା ଭାରତୀୟ ଅର୍ଥନୀତି ସଂଘର ୧୦୬ତମ ସମ୍ମିଳନୀ ଉଦଯାପିତ ହୋଇଯାଇଛି। ଏହି ଅବସରରେ ସଂଘ ପକ୍ଷରୁ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି। ଉଦ୍‍ଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଶିଷ୍ଟ ଅର୍ଥନୀତିଜ୍ଞ ତଥା ଯୋଜନା ଆୟୋଗର ପ୍ରାକ୍ତନ ଉପାଧ୍ୟକ୍ଷ ଡ. ମଣ୍ଟେକ ସିଂହ ଆଲୁୱାଲିଆ ସ୍ଥିର ଅର୍ଥନୈତିକ ଅଭିବୃଦ୍ଧି ଉପରେ ଗୁରୁତ୍ୱାରୋପ କରିଥିଲେ। ବର୍ତ୍ତମାନ ସମୟରେ ଆସନ୍ତା ୨୫ବର୍ଷ ପାଇଁ ଭାରତର … Continue reading ଅଚ୍ୟୁତ ସାମନ୍ତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ