www.samajalive.in
Friday, December 12, 2025
14.1 C
Bhubaneswar

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ସମାରୋହ ପାଇଁ ପ୍ରସ୍ତୁତି ବୈଠକ

ଡେସ୍କ: ୨୦୨୪ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ସମାରୋହ ନିମନ୍ତେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାତ୍ମାଗାନ୍ଧୀ ମାର୍ଗରେ ଆୟୋଜିତ ହେବାକୁ ଥିବା ଏହି ସମାରୋହ ନିମନ୍ତେ ବିଭାଗର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଶ୍ରୀ ସିଂ ସମୀକ୍ଷା କରିଥିଲେ।

- Advertisement -

ସମାରୋହର ସିଧା ପ୍ରସାରଣ, ଗଣମାଧ୍ୟମ ପରିଚାଳନା, ପ୍ରାତଃ ସମୟରେ ରାମଧୂନ୍ ପରିବେଷଣ ଇତ୍ୟାଦି ସହିତ ସାଧାରଣ ଜନତା, ବିଶିଷ୍ଟ ଅତିଥି ତଥା ଛାତ୍ରଛାତ୍ରୀଙ୍କ ସୁବିଧା ନିମନ୍ତେ ସମସ୍ତ ବ୍ୟବସ୍ଥା କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା। ଚଳିତ ବର୍ଷ ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତ ପ୍ରଜ୍ଞାପନ ମେଢ ସାଧାରଣତନ୍ତ୍ର ସମାରୋହରେ ସାମିଲ ହେବ। ରାଜ ଭବନଠାରୁ ଗାନ୍ଧୀମାର୍ଗ ପଥର ଉଭୟ ପାର୍ଶ୍ବ ଜାତୀୟ ପତାକାରେ ସଜ୍ଜିତ ହେବ।

ହାଲୋ ଅର୍ବିଟରେ ଆଦିତ୍ୟ ଏଲ୍-ୱାନ୍

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories