www.samajalive.in
Wednesday, December 10, 2025
26.1 C
Bhubaneswar

ଟ୍ରକ ଧକ୍କାରେ ବାଇକ୍ ଆରୋହୀ ମୃତ, ଲୁନା ଆରୋହୀ ଗୁରୁତର

ରେଙ୍ଗାଲି: ସମ୍ବଲପୁର-ରାଉରକେଲା ୧୦ ନମ୍ବର ରାଜ୍ୟ ରାଜପଥର ଧୁବେନଛାପଲ ଛକ ନିକଟରେ ଗତକାଲି ଅପରାହ୍ନରେ ଏକ ଟ୍ରକ ଧକ୍କାରେ ଜନୈକ ବାଇକ୍ ଆରୋହୀ ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବା ବେଳେ ଜଣେ ଲୁନା ଆରୋହୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ମୃତ ବାଇକ ଆରୋହୀ ମେଘପାଳ ନିବାସୀ ସୁମିତ ସମଦ (୨୬) ଏବଂ ଆହତ ଲୁଗା ଆରୋହୀ ଝାରସୁଗୁଡା ଜିଲ୍ଲାର ରାମପୁର ଗ୍ରାମ ର ଅଗସ୍ତି ବେହେରା (୫୩) ବୋଲି ଠେଲକୋଲୋଇ ଆଇଆଇସି ସାବିତ୍ରୀ ବଳଙ୍କ ଠାରୁ ପ୍ରକାଶ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories