www.samajalive.in
Wednesday, December 10, 2025
26.1 C
Bhubaneswar

ଜାତୀୟ ଯୁବ ଦିବସ ଅବସରରେ ଗଣଦୌଡ଼

କଣ୍ଟାବାଞ୍ଜି: ସାରା ଭାରତବର୍ଷରେ ଆଜି ସ୍ୱାମୀ ବିବେକାନନ୍ଦଙ୍କ ଜନ୍ମ ଜୟନ୍ତୀକୁ ଜାତୀୟ ଯୁବ ଦିବସ ଭାବରେ ପାଳନ କରୁଛନ୍ତି।ଏହି ଅବସରରେ ତୁରେକେଲା କ୍ଳଷ୍ଟରର ସଂଯୋଜକ ବିରଂଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ତୁରେକେଲା ଆଶ୍ରମ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ଗଣଦୌଡ଼ କରାଯାଇଥିଲା। ଶ୍ରୀ ଦାଶ ସ୍ୱାମୀ ବିବେକାନନ୍ଦ କିଭଳି ଭାରତୀୟ ସଂସ୍କୃତି ଓ ଐତିହ୍ୟକୁ ଦେଶ ବିଦେଶରେ ପରିଚିତ କରେଇବା ସହ ଯୁବଶକ୍ତିକୁ ଆଗକୁ ବଢ଼ିବାରେ ଉତ୍ସାହିତ କରୁଥିଲେ ତାହା ଉପରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପାର୍ଥବ ମହାନନ୍ଦ, ସହକାରୀ ଶିକ୍ଷକ ଶିକ୍ଷୟିତ୍ରୀ ତଥା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ।

ପ୍ରତିରକ୍ଷା କ୍ଷମତାରେ ଯୋଡି ହେଲା ନୂଆ ଫର୍ଦ୍ଦ, ଲକ୍ଷ୍ୟସ୍ଥଳ ଭେଦ କଲା ନୂଆ ପିଢ଼ି ଆକାଶ କ୍ଷେପଣାସ୍ତ୍ର

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories