www.samajalive.in
Saturday, December 6, 2025
14.1 C
Bhubaneswar

ସିଭିଲ କୋର୍ଟର ନୂତନ ଗୃହ ନିର୍ମାଣ ପାଇଁ ଶିଳାନ୍ୟାସ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ଅନ୍ତର୍ଗତ ସରଣ୍ଡା ଛକ ୫୩ ନଂ ଜାତୀୟ ରାଜପଥ କଡ଼ରେ ୭ କୋଟି ଟଙ୍କା ବ୍ୟୟ ଅଟକଳରେ ଅତାବିରା ସିଭିଲ କୋର୍ଟର ଶିଳାନ୍ୟାସ  ହୋଇଯାଇଛି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ନ୍ୟାୟାଧିଶ ଡଃ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ଏହି କୋର୍ଟର ନୂତନ ଗୃହ ନିର୍ମାଣ ପାଇଁ ଶିଳାନ୍ୟାସ କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories