www.samajalive.in
Monday, December 8, 2025
27.1 C
Bhubaneswar

୧୧ କେଜି ଗଞ୍ଜେଇ ଜବତ, ଜଣେ ଗିରଫ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ପୋଲିସ ବେଆଇନ ଭାବେ ଗଞ୍ଜେଇ ବ୍ୟାପାର କରୁଥିବା ଜଣେ ବ୍ୟବସାୟୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠେଇ ଦିଆଯାଇଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ପୋଲିସ ପେଟ୍ରୋଲିଙ୍ଗ ସମୟରେ ଆଜି କୁକୁଡ଼ାହାଡ଼ଛକରେ ମହିନ୍ଦ୍ରା ଗାଡି ଅଟକାଇ ଯାଞ୍ଚ ପରେ ଗାଡିରୁ ଗୋଟିଏ ବ୍ୟାଗରୁ ୧୧କେଜି ଗଂଜେଇ ଜବତ କରିବା ସହ ଜୁନାଗଡ଼ ଗାଁର ବାସୁଦେବ ମେହେରଙ୍କୁ ଗିରଫ କରି ଥାନାକୁ ଆଣିଥିଲେ। ପରେ ଥାନାରେ ଏକ ମାମଲା ରୁଜୁ କରି ବାସୁଦେବଙ୍କୁ ସନ୍ଧ୍ୟାରେ କୋର୍ଟ ଚାଲାଣ କରାଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories