www.samajalive.in
Saturday, December 6, 2025
16.1 C
Bhubaneswar

ବଜରଙ୍ଗ ଦଳ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ବୌଦ୍ଧ: ଅଯୋଧ୍ୟାରେ ମର୍ଯ୍ୟଦାପୁରୁଷ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ଓ ରାମ ମନ୍ଦିର ପ୍ରତିଷ୍ଠା ଅବସରରେ ବୌଦ୍ଧ ଜିଲ୍ଲା ବଜରଙ୍ଗ ଦଳ ପକ୍ଷରୁ ସ୍ଥାନୀୟ ରକ୍ତ ଭଣ୍ଡାର ଠାରେ ଏକ ସ୍ୱେଛାକୃତ ରକ୍ତଦାନ ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଦଳର ଜିଲ୍ଲା ସଂଯୋଜକ ସଂଜିବ କୁମାର ସାହୁଙ୍କ ନେତୃତ୍ୱରେ ଏହି ଶିବିରକୁ ଡାକ୍ତର ସିବିକେ ହେମ୍ବ୍ରମ ମୁଖ୍ୟ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଶିବିରରେ ସମ୍ମାନିତ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ଡ. ସଞ୍ଜୟ କୁମାର ପଣ୍ଡା, ଜିଲ୍ଲା ବିଜେପି ସଭାପତି ବିପ୍ର ଚରଣ ମହାନ୍ତି ପ୍ରମୁଖ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ସମୁଦାୟ ୬୨ୟୁନିଟ ରକ୍ତ ଏହି ଶିବିରରେ ସଂଗୃହିତ ହୋଇଥିଲା।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories