www.samajalive.in
Saturday, December 6, 2025
26.1 C
Bhubaneswar

ପାରଳା ମହାରାଜା ଇଂଜିନିୟରିଂ କଲେଜରେ ନୂଆ ଓ କାର୍ଯ୍ୟକ୍ରମ ଉଦଯାପିତ

ଗୋପାଳପୁର: ଶୀତଳାପଲ୍ଲୀ ସ୍ଥିତ ପାରଳା ମହାରାଜା ଇଂଜିନିୟରିଂ କଲେଜ ପକ୍ଷରୁ ପାଳିତ ହେଉଥିବା ୩ ଦିନିଆ ନୂଆ ଓ କାର୍ୟ୍ୟକ୍ରମ ଉଦଯାପିତ ହୋଇଯାଇଛି। ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ଓଡ଼ିଆ ପ୍ରଧ୍ୟାପକ ପ୍ରଫେସର ସଦାନନ୍ଦ ନାୟକ ଯୋଗ ଦେଇ ଓଡିଆ ଭାଷା ଓ ସଂସ୍କୃତିର ମହତ୍ଵ ବୁଝାଇବା ସହ କୃତି ବିଦ୍ୟାର୍ଥୀ ମାନଙ୍କୁ ପୁରସ୍କୃତ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ କଲେଜର ପ୍ରଧ୍ୟାପକ ଚିତ୍ତରଞ୍ଜନ ମଲ୍ଲିକ, ପ୍ରଫେସର ତ୍ରିଲୋଚନ ରାଉତ ପ୍ରମୁଖ ମଞ୍ଚାସିନ ରହିଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories