www.samajalive.in
Saturday, December 6, 2025
26.1 C
Bhubaneswar

ମହିଳା ସ୍ନାତକ ମହାବିଦ୍ୟାଳୟରେ ଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା ଚକ୍ର

କଣ୍ଟାବାଞ୍ଜି: ମହିଳା ସ୍ନାତକ ମହାବିଦ୍ୟାଳୟ କଣ୍ଟାବାଞ୍ଜିରେ ନୂଆ ଓଡିଶା ଓ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଏବଂ ଜଗନ୍ନାଥ ସଂସ୍କୃତିକୁ ନେଇ ଏକ ସାହିତ୍ୟ ଆଲୋଚନା ଚକ୍ର ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରରେ ଖଡ଼ିଆଳ ସ୍ୱୟଂଶାସିତ ମହାବିଦ୍ୟାଳୟର ଅବସରପ୍ରାପ୍ତ ଓଡ଼ିଆ ବିଭାଗର ପ୍ରାଧ୍ୟାପକ ବିଜୟ ବାରିକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ କଣ୍ଟାବାଞ୍ଜି ବୈଷୟିକ ଶିକ୍ଷାନୁଷ୍ଠାନର ସ୍ନାତକୋତ୍ତର ଓଡ଼ିଆ ବିଭାଗର ମୁଖ୍ୟ ଡ଼କ୍ଟର ସଞ୍ଜୟ ମିଶ୍ର ସାମ୍ନାନିତ ଅତିଥି ଭାବେ ଯୋଗଦାନ କରିଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories