www.samajalive.in
Monday, December 8, 2025
13.1 C
Bhubaneswar

ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ସଦର ମହକୁମା ରେ ଥିବା ରାଜୀବ ଗାନ୍ଧୀ ପଂଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱାରା ଗତ ୧୬ ତାରିଖ ରୁ ଆରମ୍ଭ ହୋଇଥିବା ପ୍ରତିଯୋଗିତାର ସମାପନ ଉତ୍ସବରେ ଅଧକ୍ଷ ଅଶ୍ୱିନୀ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବରେ ବିଜେଡି ବରିଷ୍ଠ ନେତା ଅଜୟ ଦାସ, ମୁଖ୍ୟ ବକ୍ତା ଭାବେ ଡ଼. ବ୍ରଜମୋହନ ମେହେର ପ୍ରମୁଖ ମଂଚାସୀନ ଥିଲେ।

Hot this week

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

Related Articles

Popular Categories