www.samajalive.in
Tuesday, December 9, 2025
16.1 C
Bhubaneswar

ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ–ଓ-ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା

ଫୁଲବାଣୀ: ସ୍ଥାନୀୟ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ନୂଆ-ଓ ଓଡ଼ିଶା ସାହିତ୍ୟ ପ୍ରତିଯୋଗିତାର ଉଦ୍‌‌ଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅନୁଷ୍ଠାନର ଅଧ୍ୟକ୍ଷ ଡ଼ଃ.ଜ୍ୟୋତି ପ୍ରକାଶ ରଥ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥିଭାବେ ଟିକାବାଲି ଏ.ଏମ୍‌‌.ସି.ଏସ୍‌‌ ମହାବିଦ୍ୟାଳୟର ଅଧ୍ୟକ୍ଷ ଦିନବନ୍ଧୁ ମହାନ୍ତି, ରସାୟନ ବିଜ୍ଞାନ ବିଭାଗର ଅଧ୍ୟାପକ ସୁବ୍ରତ ରତନ ବେହେରା ପ୍ରମୁଖ ଯୋଗଦେଇ ଓଡ଼ିଶା ଭାଷା ସାହିତ୍ୟର କ୍ରମ ବିକାଶ ଓ ସଂରକ୍ଷଣ ଏବଂ ଜଗନ୍ନାଥ ସଂସ୍କୃତିରେ ଓଡ଼ିଶା ଭାଷାର ମାହାତ୍ମ୍ୟ ଉପରେ ଆଲୋକପାତ କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories