www.samajalive.in
Saturday, December 6, 2025
26.1 C
Bhubaneswar

ବିକାଶ ମଞ୍ଚ ପକ୍ଷରୁ କମ୍ବଳ ବଣ୍ଟନ

ଆଠଗଡ଼: ଆଠଗଡ଼ର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଠଗଡ଼ ବିକାଶ ମଞ୍ଚ ପକ୍ଷରୁ ଶୁକ୍ରବାର ରାଜନଗର ପଞ୍ଚାୟତ ବେଣାସାହିରେ ଅସହାୟ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ବଣ୍ଟନ କରାଯାଇଛି। ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ ଉକ୍ତ ଗ୍ରାମରେ ପହଞ୍ଚି ୩୦ରୁ ଉର୍ଦ୍ଧ୍ବ ଗରିବ ଅସହାୟଙ୍କୁ କମ୍ବଳ ବଣ୍ଟନ କରିଥିଲେ। କମ୍ବଳ ପାଇଥିବା ବୃଦ୍ଧବୃଦ୍ଧା ଅନୁଷ୍ଠାନ ଓ ଶ୍ରୀ ବସ୍ତିଆଙ୍କୁ କୃତଜ୍ଞତା ଜଣାଇଥିଲେ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories