www.samajalive.in
Sunday, December 14, 2025
26.1 C
Bhubaneswar

କାର୍ଯ୍ୟାନୁଷ୍ଠାନ ନିମନ୍ତେ ହାଇକମାଣ୍ଡଙ୍କୁ ନିବେଦନ କରିବେ ଗଞ୍ଜାମ ବିଜେଡି ଏନଏସି ସଭାପତି

ଗଞ୍ଜାମ: ଗଞ୍ଜାମ ସହର ନିକଟରେ ଥିବା ଠାକୁରାଣୀ ମନ୍ଦିର ଠାରେ ଛତ୍ରପୁର ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ଗଞ୍ଜାମ ବିଜେଡି ଏନଏସି ସଭାପତି ରାଙ୍କନାଥ ପଲେଇଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। କିଛି ସ୍ୱାର୍ଥପର ତଥା ବିଶୃଙ୍ଖଳକାରୀମାନେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଲୋକପ୍ରିୟତାକୁ ସହ୍ୟ କରିପାରୁ ନ ଥିବା ଓ ବିଶୃଙ୍ଖଳା ସୃଷ୍ଟି କରୁଥିବା କୁହାଯାଇଛି। ଏହିପରି ସ୍ୱାର୍ଥପର ଓ ବିଶୃଙ୍ଖଳକାରୀ ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦଳର ହାଇକମାଣ୍ଡଙ୍କୁ ନିବେଦନ କରାଯିବ ବୋଲି ବିଜୁ ଜନତା ଦଳର ପଦପଦବୀରେ ଥିବା ପଦାଧିକାରୀ ଓ ଆଗଧାଡିର ନେତାମାନେ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories