www.samajalive.in
Sunday, December 14, 2025
26.1 C
Bhubaneswar

କଣ୍ଟାବାଞ୍ଜି ମହାବିଦ୍ୟାଳୟରେ ଆଲୋଚନା ଚକ୍ର

କଂଟାବାଞ୍ଜି: କଣ୍ଟାବାଞ୍ଜି ବୈଷୟିକ ମହାବିଦ୍ୟାଳୟରେ ନୂଆ ଓଡିଶା ଓ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ଓ ଜଗନ୍ନାଥ ସଂସ୍କୃତିକୁ ନେଇ ଏକ ସମ୍ପାନ ମହାବିଦ୍ୟାଳୟର ଅଧ୍ୟକ୍ଷ ଦେବେନ୍ଦ୍ର ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ସଂଚାର ଗବେଷକ ଓ ସୁଧାକର ସାହୁ ଏଥିରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଓଡ଼ିଆ ଅଧ୍ୟାପିକା ସୁନିତା ଶବର ଅତିଥି ଭାବରେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମର ନୋଡାଲ ଅଫିସର ଡ ସଞ୍ଜୟ କୁମାର ମିଶ୍ର ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories