www.samajalive.in
Monday, December 15, 2025
15.1 C
Bhubaneswar

ଜାତୀୟ ମତଦାତା ଦିବସ ପାଳିତ

ଫୁଲବାଣୀ: ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟରେ ୧୪ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଛି। ଏଥିରେ ଉପଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ ଅଧ୍ୟକ୍ଷତା କରିଥିଲେ। ଏହି ଦିବସରେ ଡେପୁଟି କଲେକ୍ଟର ଡ଼ି ମାଲେଶ୍ୱର ପାତ୍ର, ସହକାରୀ ଜିଲ୍ଲାପାଳ ବିବେକାନନ୍ଦ ସାମଲ, ସହକାରୀ ଜିଲ୍ଲାପାଳ ମାନସ ରଞ୍ଜନ ପାଣିଗ୍ରାହୀ, ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ସୁଶ୍ରୀ ରଞ୍ଜିତା ଲେଙ୍କା, ବୁଥ ସ୍ତରୀୟ ଅଧିକାରୀ, ବୁଥ ସ୍ତରୀୟ ସୁପରଭାଇଜର, ସହରର ଭୋଟର ଓ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଏହି ଅବସରରେ ଗତ ସଂକ୍ଷିପ୍ତ ସଂଶୋଧନ କାର୍ୟ୍ୟକ୍ରମରେ ଯେଉଁ ବୁଥ ସ୍ତରୀୟ ଅଧିକାରୀ ଭଲ ପ୍ରଦର୍ଶନ କରିଥିଲେ ସେମାନଙ୍କୁ ପୁରସ୍କୃତ କରାଗଲା ଏବଂ ଉପସ୍ଥିତ ଥିବା ସମସ୍ତ କର୍ମକର୍ତ୍ତାଙ୍କୁ ଉପଜିଲ୍ଲାପାଳ ଶପଥ ପାଠ କରାଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories