www.samajalive.in
Thursday, December 11, 2025
27.1 C
Bhubaneswar

ସାମ୍ବାଦିକଙ୍କ ବିୟୋଗରେ ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳର ଶୋକ

ଡେସ୍କ: ଓଡ଼ିଶାର ପ୍ରତିଷ୍ଠିତ ସାମ୍ବାଦିକ ତଥା ସ୍ତମ୍ଭକାର ଅରୁଣ କୁମାର ପଣ୍ଡାଙ୍କ ବିୟୋଗରେ ନିଖିଳୋତ୍କଳ ସଂସ୍କୃତ ମହାମଣ୍ଡଳ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି। ତାଙ୍କ ବିୟୋଗ ଦ୍ବାରା ଓଡିଆ ସାମ୍ବାଦିକ ଜଗତରେ ଏକ ଅପୂରଣୀୟ ଶୂନ୍ୟସ୍ଥାନ ସୃଷ୍ଟି ହେଲା ବୋଲି ମହାମଣ୍ଡଳର ସଭାପତି ଡଃ ସଦାନନ୍ଦ ଦୀକ୍ଷିତ ଓ ସାଧାରଣ ସମ୍ପାଦକ ଡଃ ଚିତ୍ତରଞ୍ଜନ ଷଡ଼ଙ୍ଗୀ ପ୍ରକାଶ କରିଛନ୍ତି।

Hot this week

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

ପାକିସ୍ତାନକୁ ଏଫ-୧୬ ଯୁଦ୍ଧ ବିମାନର ପ୍ରଯୁକ୍ତିବିଦ୍ୟା ବିକିବ ଆମେରିକା

ସମାଜ ଲାଇଭ ଡ଼େସ୍କ : ଯୁକ୍ତରାଷ୍ଟ୍ର ଆମେରିକା ପାକିସ୍ତାନକୁ ଏଫ-୧୬ ଯୁଦ୍ଧ...

ଥରୁଛି ସାରା ଓଡିଶା : ୧୦ ଡିଗ୍ରୀ ତଳେ ୧୬ ସହର

ଭୁବନେଶ୍ଵର : ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ୧୦ ଡିଗ୍ରୀ...

Related Articles

Popular Categories