www.samajalive.in
Friday, December 12, 2025
16.1 C
Bhubaneswar

ପୋଖରିପୁଟ୍ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ପୋଖରିପୁଟ୍ କେନ୍ଦ୍ରୀୟ ବିଦ୍ୟାଳୟ(କେଭି) ୬ର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଗଣଶିକ୍ଷା ବିଭାଗର ଯୁଗ୍ମ ସଚିବ ଜେକେ ମିଶ୍ର ଯୋଗ ଦେଇଥିଲେ। ସେ ଏହି ଅବସରରେ କହିଥିଲେ ଯେ କ୍ରୀଡ଼ା ଶରୀରକୁ ସୁସ୍ଥ ରଖିବା ସହ ମନକୁ ଖୁସି ରଖେ। ଭଲ ପାଠ ପଡ଼ିବା ପାଇଁ ଛୋଟ ପିଲା କ୍ରୀଡ଼ା ଅଧିକ ଉତ୍ସାହିତ କରିବ। କ୍ରୀଡ଼ାକୁ ଆଦରିଲେ ଭବିଷ୍ୟତରେ ଜଣେ ସୁନାମ ଆଣି ପାରିବ ବେଲି ସେ କହିଥଲେ। ବିଦ୍ୟାଳୟର ଅଧ୍ୟକ୍ଷ ଅନନ୍ତ ନାରାୟଣ ମେହେର ଓ ପ୍ରଧାନ ଶିକ୍ଷକ ଦିବ୍ୟ ସୋରୂପ ମହାନ୍ତି ଓ ଶିକ୍ଷକ, ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ। ଏହି ଅବସରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା। ସେହିପରି ଛାତ୍ରଛାତ୍ର ସାଂସ୍କୃତିକ କାର୍ୟ୍ୟକ୍ରମ ହେବା ସହ ଅଭିଭାବକ, ବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ଦୌଡ଼ ଓ ମ୍ୟୁଜିକ୍ ଚେୟାର ପ୍ରତିଯୋଗୀତା କରାଯାଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories