www.samajalive.in
Monday, December 8, 2025
20.1 C
Bhubaneswar

ଆତ୍ମରକ୍ଷା ପ୍ରଶିକ୍ଷଣ ଉଦଯାପିତ

ପାଟଣା: ତୁରୁମୁଙ୍ଗା ସ୍ଥିତ ଦଧିବାମନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରୀଙ୍କୁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଫେବୃଆରୀ ୨ ତାରିଖରୁ ଆରମ୍ଭ ହୋଇ ୧୦ ତାରିଖରେ ଉଦଯାପିତ ହୋଇଯାଇଛି। ପ୍ରଶିକ୍ଷଣ ସମାପ୍ତ ହେବାପରେ ଅଧ୍ୟକ୍ଷ ଅଶ୍ଵତ୍ଥାମା ଗିରିଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରାଧ୍ୟାପକ ଅନାମ ଚରଣ ବେହେରା ଓ ସମ୍ମାନିତ ଅତିଥି ରୂପେ ପ୍ରାଧ୍ୟାପକ ସେବକ ଚନ୍ଦ୍ର ସାହୁ, ନୋଡାଲ ଅଧିକାରୀ ପ୍ରାଧ୍ୟାପକ ଯତୀନ୍ଦ୍ର କୁମାର ମିଶ୍ର ଯୋଗ ଦେଇ ଛାତ୍ରୀ ମାନଙ୍କୁ ଆତ୍ମରକ୍ଷା ତଥା ବିପଦକୁ ସାମ୍ନା କରିବାକୁ ଧୈର୍ଯ୍ୟ ଏବଂ କୌଶଳ ପ୍ରୟୋଗ କରିବା ପାଇଁ ପରାମର୍ଶ ଦେଇଥିଲେ।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories