www.samajalive.in
Wednesday, December 10, 2025
16.1 C
Bhubaneswar

ଅତାବିରାରେ ଜାତୀୟ କୃମି ନାଶକ ଦିବସ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକର ୧୪ କ୍ଲଷ୍ଟର ଅଧୀନରେ ଥିବା ୩୧ଟି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ୫୯ଟି ପ୍ରାଥମିକ ବିଦ୍ୟାଳୟ ଓ ୩୧ଟି ଉଚ୍ଚ ବିଦ୍ୟାଳୟରେ ଜାତୀୟ କୃମି ନାଶକ ଦିବସ ପାଳିତ ହୋଇଯାଇଛି। ଦେଶର ତଥା ରାଜ୍ୟର ସମସ୍ତ ଭବିଷ୍ୟତ ପିଢ଼ିଙ୍କ ସ୍ବାସ୍ଥ୍ୟ, ଉନ୍ନତ ଓ ସୁବିକଶିତ ମସ୍ତିଷ୍କ ତଥା ଶାରୀରିକ ବିକାଶରେ ବାଧା ଦେଉଥିବା କୃମି ରୋଗକୁ ସମୂଳେ ନାଶ କରିବାର ଲକ୍ଷ୍ୟ ନେଇ ଏହି ଦିବସ ପାଳନ କରାଯାଇ ପ୍ରତ୍ୟେକ ଛାତ୍ର ଛାତ୍ରୀ ମାନଙ୍କୁ କୃମି ନାଶକ ବଟିକା ଦିଆଯାଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories