www.samajalive.in
Monday, December 15, 2025
24.1 C
Bhubaneswar

ଚାନ୍ଦପୁରରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ଗୋପାଳପୁର: ଗୋପାଳପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରଙ୍ଗେଇଲୁଣ୍ଡା ବ୍ଲକର ଚାନ୍ଦପୁରୁ ଗ୍ରାମପଞ୍ଚାୟତ ଠାରେ ସରପଞ୍ଚ ସିଏଚ. ରଶ୍ମିତା ପାତ୍ରଙ୍କ ପୌରହିତ୍ୟରେ ଗ୍ରାମାଞ୍ଚଳ ଭିତ୍ତିଭୂମିର ବିକାଶ ଓ ରୂପାନ୍ତିକରଣ କାର୍ଯ୍ୟକ୍ରମ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ବିଡ଼ିଓ ଅଂଶୁମାନ ମହାପାତ୍ର, ସିଡିପିଓ ଜ୍ୟୋସ୍ନା ପାଢ଼ୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ଏସ. ରାଜେଶ୍ୱରୀ ଦୋରା, ବ୍ଲକ୍ ଅଧକ୍ଷା ସିଏଚ. ଉଷାରାଣୀ ଉପାଧ୍ୟକ୍ଷା ଅନିତା ମାହାଙ୍କୁଡ଼, ଜିଲ୍ଲା ପରିଷଦ ସଭ୍ୟ ଦୀପକ କୁମାର ସାମନ୍ତ, ବ୍ରହ୍ମପୁର ସାଂସଦ ପ୍ରତିନିଧି ଅଜିତ କୁମାର ଦାଶ, ବିଜେଡିର ବରିଷ୍ଠ ନେତା ସିଏଚ ବାଇରୀ ପାତ୍ର ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ ସମିତି ସଭ୍ୟ ମାନେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ “ଆମ ଓଡ଼ିଶା ତଥା ନବୀନ ଓଡ଼ିଶା ଓ ୫ ଟି” ମାଧ୍ୟମରେ ଗ୍ରାମାଞ୍ଚଳର ବନ୍ଧ, ବିଦ୍ୟାଳୟ, ମନ୍ଦିର, ପାର୍କ, କୋଠଘର ଇତ୍ୟାଦିର ରୁପାନ୍ତିକରଣ, ମହିଳା ସଶକ୍ତି କରଣ, ଭିତ୍ତିଭୂମିର ବିକାଶ ସହ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ବିଧାୟକ ଶ୍ରୀ ପଣ୍ଡା କହିଥିଲେ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories