www.samajalive.in
Sunday, December 14, 2025
19.1 C
Bhubaneswar

ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଲୋକାର୍ପିତ

ଲାଞ୍ଜିଗଡ: ବିଶ୍ୱନାଥପୁର ବ୍ଲକ କାର୍ଯ୍ୟାଳୟ ପରିସର ଠାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଭିଡିଓ କନଫରେନ୍ସ ଜରିଆରେ ୫-ଟି ରୂପାନ୍ତର ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଲୋକାର୍ପଣ କରାଯାଇଛି। ଶନିବାର ଓଡ଼ିଶାର ୧୫ ଗୋଟି ଜିଲ୍ଲାର ୭୩ଟି ଡାକ୍ତରଖାନା ୫-ଟି ଉପକ୍ରମରେ ଆମ ହସପିଟାଲ ଯୋଜନାରେ ସରକାରୀ ଡାକ୍ତରଖାନା ଗୁଡିକ ରୂପାନ୍ତରଣରେ ସାମିଲ ହେଇଥିବା ବେଳେ କଳାହାଣ୍ଡିର ୪ ଗୋଟି ଡାକ୍ତରଖାନା ମଧ୍ୟରେ ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ମଧ୍ୟ ଲୋକାର୍ପଣ କରାଯାଇଥିଲା। ଏହି ଉଦଘାଟନ କାର୍ଯ୍ୟକ୍ରମରେ ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ, ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର,ଲାଞ୍ଜିଗଡ ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ କିରଣ କୁମାର ମହାନ୍ତି, ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଡାକ୍ତର, ନର୍ସ, କର୍ମଚାରୀ, ଆଶା ଦିଦି ପ୍ରମୁଖ ବହୁ ସଂଖ୍ୟାରେ ଉପସ୍ଥିତ ଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories