www.samajalive.in
Saturday, December 6, 2025
26.1 C
Bhubaneswar

ବିଜେପି କୃଷକ ମୋର୍ଚ୍ଚାର ଗ୍ରାମ ପରିକ୍ରମା କାର୍ୟ୍ୟକ୍ରମ

ବୌଦ୍ଧ: ବିଜେପି କୃଷକ ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ଗ୍ରାମ ପରିକ୍ରମା କାର୍ୟ୍ୟକ୍ରମରେ ବୌଦ୍ଧର କୁଲୁତାଖଳି ଗାଁକୁ ଯାଇ ଗ୍ରାମବାସୀଙ୍କ ସହ ମୋଦି ସରକାରଙ୍କ ବିଭିନ୍ନ ଜନହିତକରୀ ଯୋଜନା ବିଶେଷକରି ଚାଷୀଙ୍କ ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ନେଇଥିବା ବିଭିନ୍ନ ପଦକ୍ଷେପ ବିଷୟରେ ସବିଶେଷ ଆଲୋଚନା ହୋଇଥିଲା। ଶେଷରେ ଓଡ଼ିଶାର ସର୍ବାଙ୍ଗୀନ ଉନ୍ନତି ପାଇଁ ମୋଦିଙ୍କ ଗ୍ୟାରେଣ୍ଟି ପତ୍ରିକା ବଣ୍ଟନ କରାଯାଇଥିଲା।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories