www.samajalive.in
Monday, December 15, 2025
24.1 C
Bhubaneswar

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ପ୍ରମୁଖ ଶାସନ ସଚିବଙ୍କ ନିର୍ଦ୍ଦେଶ

ଡେସ୍କ: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ନିର୍ଦ୍ଦେଶ ଦେଇଛନ୍ତି। ବିଭାଗର ମାସିକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ସିଂ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରୁ ଆସୁଥିବା ଅଭିଯୋଗ ଗୁଡିକର ତ୍ଵରିତ ସମାଧାନ ପୂର୍ବକ ଅନୁପାଳନ ରିପୋର୍ଟ ବିଭାଗକୁ ପ୍ରଦାନ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ।

ବଢ଼ିଲା ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ, ମିଳିବ ସାମାଜିକ ସୁରକ୍ଷା ସହାୟତା ରାଶି

- Advertisement -

ଫେବୃଆରୀ ମାସ ସୁଦ୍ଧା ୯୦ ପ୍ରତିଶତ ଅନୁଦାନ ଖର୍ଚ୍ଚ ହେବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବା ବେଳେ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଶତପ୍ରତିଶତ ଅନୁଦାନ ବ୍ୟୟ କରିବା ଦିଗରେ ଧ୍ୟାନ ଦେବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ବିଜୁ ସେତୁ ଯୋଜନା, ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ଅନ୍ତର୍ଗତ ସମସ୍ତ ପ୍ରକଳ୍ପ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯିବା ସହ ଏହି ସମସ୍ତ ପ୍ରକଳ୍ପ ଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

Hot this week

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories