www.samajalive.in
Sunday, December 7, 2025
23.1 C
Bhubaneswar

ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ନୂଆ-ଓ ଛାତ୍ରବୃତ୍ତି କାର୍ଯ୍ୟକ୍ରମ

ଫୁଲବାଣୀ: ସ୍ଥାନୀୟ ସରକାରୀ ଶିକ୍ଷକ ପ୍ରଶିକ୍ଷଣ ମହାବିଦ୍ୟାଳୟରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ଦ୍ଵାରା ପ୍ରଦତ୍ତ ନୂଆ-ଓ ଛାତ୍ରବୃତ୍ତି ସାର୍ଟିଫିକେଟ ବଣ୍ଟନ କାର୍ଯ୍ୟକ୍ରମ ମହାବିଦ୍ୟାଳୟର ଅଧ୍ୟକ୍ଷ ମଧୁପ ସୁନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ମହାବିଦ୍ୟାଳୟର ମୋ କଲେଜ ଅଭିଯାନର ସଦସ୍ୟ ଏ. ସରୋଜ କୁମାର ପାତ୍ର ଯୋଗଦାନ କରିଥିଲେ। ମହାବିଦ୍ୟାଳୟର ଅଧ୍ୟକ୍ଷ ଛାତ୍ରବୃତ୍ତିର ଆବଶ୍ୟକତା ଓ ଏହାର ସୁବିନିଯୋଗ କରିବାକୁ କହିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories