www.samajalive.in
Monday, December 15, 2025
17.1 C
Bhubaneswar

ଜଙ୍ଗଲ ନିଆଁ ପ୍ରତିରୋଧ ଓ ନିରାକରଣ ସଚେତନତା ଶିବିର ଅନୁଷ୍ଠିତ

ଫୁଲବାଣୀ: ଆଜି ଫିରିଙ୍ଗିଆ ବନାଞ୍ଚଳ ଅନ୍ତର୍ଗତ ଗୋଛାପଡା ସେକ୍ସନର ଗୋଛାପଡା ଗ୍ରାମ ପଞ୍ଚାୟତ ସଭା ଗୃହରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଜଙ୍ଗଲ ନିଆଁ ପ୍ରତିରୋଧ ଓ ନିରାକରଣ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ସଚେତନତା ବୈଠକରେ ଗୋଛାପଡ଼ା ସରପଞ୍ଚ ଯୁଗାନ୍ତ କହଁରସଭାପତିତ୍ୱ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଗୋଛାପଡା ନାଏବ ସରପଞ୍ଚ, ଗ୍ରାମ ପଂଚାୟତ ନିର୍ବାହୀ ଅଧିକାରୀ, ସମସ୍ତ ୱାର୍ଡ ମେମ୍ବର, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ, ବନ ସୁରକ୍ଷା ସମିତିର ସଭ୍ୟ ସଭ୍ୟା, ଗୋଛାପଡା ସେକ୍ସନ ଫୋରେଷ୍ଟର ଦିଲ୍ଲୀପ ବିଶୋଇ, ଗୋଛାପଡା ଫୋରେଷ୍ଟ ଗାର୍ଡ ଅଚ୍ୟୁତାନନ୍ଦ ଗଣ୍ଡା, ସ୍ବେଚ୍ଛାସେବୀ ଅନୁଷ୍ଠାନ ପାହାଡ଼ର ଟିମଲିଡ଼ର ମନୋଜ କୁମାର ସାହୁ,ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜଙ୍ଗଲକୁ କିଭଳି ନିଆଁ ଦାଉରୁ ସୁରକ୍ଷା ଦିଆ ଯାଇ ପାରିବ ସେ ଉପରେ ଉପସ୍ଥିତ ଥିବା ଜନସଧାରଣଙ୍କୁ ସଚେତନ କରିଥିଲେ ଏବଂ ଶପଥ ପାଠ କରେଇ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories