www.samajalive.in
Saturday, December 13, 2025
21.1 C
Bhubaneswar

କଣ୍ଟାବାଞ୍ଜିରେ ଆଶାୟୀ ପ୍ରାର୍ଥୀଙ୍କ ଦୌଡ଼ରେ ଏକାଧିକ ନେତା

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ବିଧାନସଭା କ୍ଷେତ୍ର ୭୦ ପାଇଁ ଆଶାୟୀ ପ୍ରାର୍ଥୀଙ୍କ ଦୌଡ଼ରେ ଏକାଧିକ ନେତା ଥିବା ବେଳେ, ବିଜେଡି ତାର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ କଣ୍ଟାବାଞ୍ଜି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇନାହିଁ। କାହାକୁ ଦଳ ଭରସା କରି ଟିକଟ ଦେବ ସେ ନେଇ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଚର୍ଚ୍ଚା ଜୋର ଧରିଥିବା ବେଳେ, ଆଜି ସ୍ଥାନୀୟ ମୁସଲିମ କମ୍ୟୁନିଟି ହଲଠାରେ କଣ୍ଟାବାଞ୍ଜି ପୂର୍ବତନ ବିଧାୟକ ହାଜି ମହମଦ ଆୟୁବ ଖାଁଙ୍କ ସମର୍ଥନରେ ଏକ ବିରାଟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ୩ ଟି ବ୍ଲକମୁରିବାହାଲ, ବଙ୍ଗୋମୁଣ୍ଡା, ତୁରେକେଲା ଏବଂ କଣ୍ଟାବାଞ୍ଜି ମ୍ୟୁନସିପାଲଟିର ବିଜେଡି କର୍ମୀ, ପୂର୍ବତନ ବିଧାୟକ ହାଜି ମହମଦ ଆୟୁବ ଖାଁଙ୍କ ପ୍ରାୟ ସହସ୍ରାଧିକ ସମର୍ଥକ ସାମିଲ ଥିଲେ।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories