www.samajalive.in
Wednesday, December 10, 2025
26.1 C
Bhubaneswar

ପୁଲିସକୁ ଆକ୍ରମଣ ଘଟଣାରେ ଚିନ୍ତା ପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେପି ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ପୁଲିସ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ଚିନ୍ତା ପ୍ରକଟ କରିବା ସହିତ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଶୁକ୍ରବାର ସାମାଜିକ ଗଣମାଧ୍ୟମ ‘ଏକ୍ସ’ ଜରିଆରେ ଶ୍ରୀ ପ୍ରଧାନ କହିଛନ୍ତି ଯେ, ରାଜ୍ୟରେ ପୁଲିସ ଅସୁରକ୍ଷିତ ହୋଇ ପଡ଼ିଛି। ଗଞ୍ଜେଇ ବେପାରୀଙ୍କୁ ଧରିବାକୁ ଯାଇଥିବା ବେଳେ ମହିଳା ଥାନାଧିକାରୀଙ୍କୁ ଗୋଟିଏ ଘରେ ବନ୍ଦ କରିବା ସହିତ ଅନ୍ୟ ପୁଲିସ କର୍ମଚାରୀ ମାନଙ୍କୁ ମାଡ ମାରିବା ଖବର ଗଣମାଧ୍ୟମରେ ପ୍ରକାଶିତ ହୋଇଛି। ଏହା ରାଜ୍ୟ ସରକାରଙ୍କ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦର୍ଶାଉଛି। ଏହା କଣ ୨୫ ବର୍ଷ ଦୀର୍ଘ ଶାସନର ଉପଲବ୍ଧି କି ବୋଲି ବିଜେପି ପ୍ରାର୍ଥୀ ଶ୍ରୀ ପ୍ରଧାନ ପ୍ରଶ୍ନ କରିଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories