www.samajalive.in
Monday, December 8, 2025
13.1 C
Bhubaneswar

ମଧୁବନ ପଞ୍ଚାୟତରେ ବିଜେଡିର ପ୍ରଥମ ସାଂଗଠନିକ ବୈଠକ ଅନୁଷ୍ଠିତ

ସୁଆଣ୍ଡୋ: ସତ୍ୟବାଦୀ ବ୍ଲକ ମଧୁବନ ପଞ୍ଚାୟତରେ ବିଜେଡି ଦଳ ପକ୍ଷରୁ ଆଜି ପ୍ରଥମ ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଯୋଗଦେଇ ବିଜେଡି ଦଳ ବିଧାୟକ ପ୍ରାର୍ଥୀ ସଞ୍ଜୟ ଦାସବର୍ମା କହିଥିଲେ, ସତ୍ୟବାଦୀ ନିର୍ବାଚନ ମଣ୍ଡଳୀର ସେବା କରିବା ପାଇଁ ମତେ ସୁଯୋଗ ମିଳିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେ କରୁଛି। ଶ୍ରୀ ଦାସବର୍ମାଙ୍କୁ ପଞ୍ଚାୟତର ମିଶନ ଶକ୍ତି ମହିଳାମାନଙ୍କ ସହିତ ବୟୋଜ୍ୟେଷ୍ଠ ମୁରବୀ ଓ ଯୁବକ ମାନେ ପାଛୋଟି ନେଇଥିଲେ। ସେ ଗ୍ରାମର ଇଷ୍ଟଦେବୀ ମା’ ବଜ୍ରକାଳୀ ଏଵଂ ବାବା ବିଶ୍ଵନାଥଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ପରେ ଦଳୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା।

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories