www.samajalive.in
Sunday, December 14, 2025
18.1 C
Bhubaneswar

ନର୍ଲାରେ ପ୍ରାର୍ଥୀଙ୍କ ରୋଡ୍ ଶୋ

ନର୍ଲା: ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଭାବରେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ମନୋରମା ମହାନ୍ତି ଟିକେଟ୍ ପାଇବା ପରେ ତାଙ୍କୁ ସ୍ୱାଗତ ସମ୍ୱର୍ଦ୍ଧନା ଜଣାଇବା ପାଇଁ ନର୍ଲାର ତିନି ଜଣ ଜିଲ୍ଲା ପରିଷଦ ସଭ୍ୟ ସଭ୍ୟା ହରିଶଙ୍କର ମାଝୀ, ନମ୍ରତା ସାହୁ ଓ ଲିଲି ଦୀପ୍, ନର୍ଲା ବ୍ଲକ୍ ଅଧିନ ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ, ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତଥା ନିଜ ନିର୍ବାଚନ ମଣ୍ଡଳୀ ଅଧିନ ଉର୍ଲାଦାନୀ ସହିଦ୍ ରେଣ୍ଡୋ ମାଝୀ ପୀଠ ଠାରେ ସାଧାରଣ ଜନତା ଓ ମହିଳା ସାମିଲ୍ ହୋଇଥିଲେ। ଶ୍ରୀମତୀ ମହାନ୍ତି ସହିଦ୍ ରେଣ୍ଡୋ ମାଝୀ ପୀଠରେ ପୂଜାର୍ଚ୍ଚନା କରି ରେଣ୍ଡୋ ମାଝିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଏକ ରୋଡ୍ ସୋ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories