nua o banner

ଆଖଣ୍ଡଳମଣିଙ୍କୁ ଜଳଲାଗି କଲେ ସହସ୍ରାଧିକ ଗୋପାଳ ଭକ୍ତ

bjd  ek lkhya koti banner

ଆରଡି: ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରଚଳିତ ବିରଜା ପଞିକା ଅନୁଯାୟୀ ଶନିବାର ପବିତ୍ର ମହା ବିଷୁବ ସଂକ୍ରାନ୍ତି ଅବସରରେ ମଣିବାବାଙ୍କୁ ଜଳାଭିଷେକ କରିବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ସହସ୍ରାଧିକ ଗୋପାଳ ଭକ୍ତ ଏକମାସ ବ୍ରତ ରଖିବା ସହ ବିଭିନ୍ନ ନଦୀ ଓ ଜଳାଶୟରୁ ପିତଳ କଳସରେ ଜଳଭାର ନେଇ ଚାଲିଚାଲି ଆସି ସେବାୟତଙ୍କ ଦ୍ୱାରା ଜଳଲାଗି କରିଥିଲେ। ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ଭିତରେ ଓ ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

Comments are closed.