www.samajalive.in
Sunday, December 14, 2025
23.1 C
Bhubaneswar

ଆଖଣ୍ଡଳମଣିଙ୍କୁ ଜଳଲାଗି କଲେ ସହସ୍ରାଧିକ ଗୋପାଳ ଭକ୍ତ

ଆରଡି: ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପ୍ରଚଳିତ ବିରଜା ପଞିକା ଅନୁଯାୟୀ ଶନିବାର ପବିତ୍ର ମହା ବିଷୁବ ସଂକ୍ରାନ୍ତି ଅବସରରେ ମଣିବାବାଙ୍କୁ ଜଳାଭିଷେକ କରିବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ସହସ୍ରାଧିକ ଗୋପାଳ ଭକ୍ତ ଏକମାସ ବ୍ରତ ରଖିବା ସହ ବିଭିନ୍ନ ନଦୀ ଓ ଜଳାଶୟରୁ ପିତଳ କଳସରେ ଜଳଭାର ନେଇ ଚାଲିଚାଲି ଆସି ସେବାୟତଙ୍କ ଦ୍ୱାରା ଜଳଲାଗି କରିଥିଲେ। ଭକ୍ତମାନଙ୍କର ଭିଡକୁ ଦୃଷ୍ଟିରେ ରଖି ମନ୍ଦିର ଭିତରେ ଓ ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories