www.samajalive.in
Sunday, December 14, 2025
23.1 C
Bhubaneswar

କଣ୍ଟାବାଞ୍ଜି ସହରରେ ପୁଲିସର ଫ୍ଲାଗ ମାର୍ଚ୍ଚ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ସହରରେ ଏସଡିପିଓଙ୍କ ନେତୃତ୍ୱରେ, ଥାନା ଭାରପ୍ରାପ୍ତ ଅଧିକାରୀ ରଶ୍ମିତା ବେହେରା, ସମସ୍ତ ପୁଲିସ ଅଧିକାରୀ, ପୁଲିସ ଫୋର୍ସ, ହୋମଗାର୍ଡ, ସିଆରପିଏଫ ଯବାନ ମାନେ ଆଜି ସନ୍ଧ୍ୟାରେ ସ୍ଥାନୀୟ ପୁଲିସ ଷ୍ଟେସନରୁ ବାହାରି ଏନଏସି ଛକଦେଇ ୱାର୍ଡ ନମ୍ବର ୧ ଶିବାଜୀ ନଗର, ୱାର୍ଡ ନଂ ୨ ଗୋପବନ୍ଧୁ ନଗର ଦେଇ ରୋଡ଼ ନଂ ୫ ଦେଇ ପର୍ଶୁରାମ ଛକ, ଇନ୍ଦିରା ଛକ, ଶାସ୍ତ୍ରୀଚକ ମାଛ ମାର୍କେଟ ବାଇପାସ ରାସ୍ତା ଦେଇ ସିଙ୍ଗଳପଡ଼ା ଝାଙ୍କରପଡା ଆଶ୍ରାମପଡା ଶେଷ ପର୍ଯ୍ୟନ୍ତ ଫ୍ଲାଗ ମାର୍ଚ୍ଚ କରିଛନ୍ତି। ଏହା ପୂର୍ବରୁ ମାର୍ଚ୍ଚ ୧୨ ତାରିଖ ସନ୍ଧ୍ୟାରେ ସାରା ସହରରେ ପୁଲିସ ଓ ସିଆଇଏସଏଫ ଯବାନ ମାନେ ଫ୍ଲାଗ ମାର୍ଚ୍ଚ କରିଥିଲେ।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories