www.samajalive.in
Sunday, December 7, 2025
23.1 C
Bhubaneswar

ବିଜେଡିରେ ସାମିଲ ହେଲେ ଦୁଇ ଆଦିବାସୀ ନେତା

ଲାଞ୍ଜିଗଡ଼: ଏଥର ନିର୍ବାଚନରେ କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ଦଳର ଶୀର୍ଷ ନେତୃତ୍ୱ ଅନେକ ଆଶାୟୀଙ୍କ ଚେର କାଟିଥିବା ନେଇ ତୁହାକୁ ତୁହା ଅଭିଯୋଗ ହେଉଛି। ଯେଉଁ କାରଣରୁ ଜିଲ୍ଲାରେ ନେତାଙ୍କ ଦଳଡିଆଁ ଏବେ ଚର୍ଚ୍ଚାର ଶୀର୍ଷରେ ରହିଛି। ଏହିପରି ଭାବେ ଦଳରେ ଅଣଦେଖା ଅଭିଯୋଗ କରି ଦଳ ଛାଡ଼ିବା ସହିତ ବିଜେଡିରେ ସାମିଲ ହୋଇଛନ୍ତି ଜିଲ୍ଲାର ଅନେକ ବିଜେପି ଓ କଂଗ୍ରେସ ନେତା। ଭୁବନେଶ୍ୱରସ୍ଥିତ ଶଙ୍ଖଭବନଠାରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ଲାଞ୍ଜିଗଡ ବିଧାନସଭା ଟିକେଟ ଆଶାୟୀ ଥିବା ବିଜେପି ନେତା ଚାଂଚେର ମାଝୀ, ଯୁବନେତା ରାଜେନ୍ଦ୍ର ମାଳୀ, ହରିହର କୁମାରଙ୍କ ସମେତ ଅନେକ ବିଜେପି କର୍ମୀ ଆଜି ବିଜେଡିରେ ସାମିଲ ହୋଇଥିବା ଜଣାପଡିଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories