www.samajalive.in
Tuesday, November 18, 2025
27.1 C
Bhubaneswar

୮ ଶହ ରାଙ୍କରେ ସିଦ୍ଧାନ୍ତ

ଭବାନିପାଟଣା: ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଫଳାଫଳରେ କଳାହାଣ୍ଡିର ସିଦ୍ଧାନ୍ତ ବେଶ୍ରା ୮୦୦ ରାଙ୍କ ପାଇଛନ୍ତି। ସଂପ୍ରତି ଟାଟା ଷ୍ଟିଲରେ କାର୍ଯ୍ୟରତ ସିଦ୍ଧାନ୍ତ ଗତବର୍ଷ ମଧ୍ୟ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଦେଇ ୮୮୭ ରେଙ୍କ ପାଇଥିଲେ। ସେ କୋକସରା ବ୍ଲକ କାଉଡୋଲା ଗାଁର ଇଂ.ରାଜେନ୍ଦ୍ର ବେଶ୍ରା ଏବଂ ଅଞ୍ଜନା ନାଗଙ୍କ ପୁଅ।

Hot this week

କିଏ ଏହି ହିଡମା , ଯାହାକୁ ଧରିବା ପାଇଁ ଥିଲା ୧କୋଟି ଟଙ୍କାର ପୁରସ୍କାର ?

ମାଲକାନଗିରି : ମାଓବାଦୀ ମୁକ୍ତ ଅପରେସନରେ ଆଜି ସକାଳେ ମାଲକାନଗିରି ସୀମାନ୍ତରେ...

ସାଇବର ଠକେଇ: ୧୨ ଗିରଫ

ଝାରସୁଗୁଡା: ଝାରସୁଗୁଡାରେ ବଡଧରଣର ସାଇବର ଠକେଇର ପର୍ଦ୍ଦାଫାଶ ହୋଇଛି। ଝାରସୁଗୁଡା ପୁଲିସ୍‌...

ଏସସିବିରେ ଲଜ୍ଜା: ଆଇସିୟୁ ଭିତରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ସମାଜଲାଇଭ ଡେସ୍କ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼...

୧୦ ଅଭିଯୁକ୍ତଙ୍କ ନାଁରେ ଏନ୍‌ଆଇଏ ଚାର୍ଜସିଟ୍

ଭୁବନେଶ୍ଵର : ବାଂଲାଦେଶୀ ନାବାଳିକା ଚାଲାଣ ଅଭିଯୋଗରେ ୧୦ ଅଭିଯୁକ୍ତଙ୍କ ନାଁରେ...

ଏକ୍ସ ଓ ଚାଟ୍‌ଜିପିଟି ସର୍ଭର ଡାଉନ୍

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଏବଂ ଚାଟ୍ ଜିପିଟି ସର୍ଭର...

Related Articles

Popular Categories